ଗୀତସଂହିତା 135:13 - ପବିତ୍ର ବାଇବଲ13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହେବ। ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ। Viz kapitolaଓଡିଆ ବାଇବେଲ13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ-ପରମ୍ପରାରେ ଥାଏ। Viz kapitola |