ଗୀତସଂହିତା 135:20 - ପବିତ୍ର ବାଇବଲ20 ହେ ଲେବୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେ ଯିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର। Viz kapitolaପବିତ୍ର ବାଇବଲ (Re-edited) - (BSI)20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। Viz kapitolaଓଡିଆ ବାଇବେଲ20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। Viz kapitola |