ଗୀତସଂହିତା 135:4 - ପବିତ୍ର ବାଇବଲ4 ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ମନୋନୀତ କଲେ। ସେ ନିଜର ଅତି ଆପଣା ଲୋକ ହେବା ପାଇଁ ସେ ଇସ୍ରାଏଲକୁ ମନୋନୀତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି। Viz kapitolaଓଡିଆ ବାଇବେଲ4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି। Viz kapitola |