ଗୀତସଂହିତା 135:9 - ପବିତ୍ର ବାଇବଲ9 ପରମେଶ୍ୱର ମିଶରରେ ବହୁତ ଆଶ୍ଚର୍ଯ୍ୟ ଓ ଅଦ୍ଭୂତ କାର୍ଯ୍ୟମାନ କଲେ। ସେ ସେଗୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ୟବହାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ ଓ ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। Viz kapitolaଓଡିଆ ବାଇବେଲ9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। Viz kapitola |