ଗୀତସଂହିତା 136:15 - ପବିତ୍ର ବାଇବଲ15 ପରମେଶ୍ୱର ଫାରୋ ଓ ତାହାର ସୈନ୍ୟଗଣଙ୍କୁ ସୂଫସାଗରରେ ବୁଡ଼ାଇ ଦେଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; Viz kapitolaଓଡିଆ ବାଇବେଲ15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; Viz kapitola |