ଗୀତସଂହିତା 136:5 - ପବିତ୍ର ବାଇବଲ5 ପରମେଶ୍ୱରଙ୍କର ପ୍ରଶଂସା କର ଯିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯେ ବୁଦ୍ଧିରେ ଆକାଶମଣ୍ତଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) Viz kapitolaଓଡିଆ ବାଇବେଲ5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। Viz kapitola |