ଗୀତସଂହିତା 137:7 - ପବିତ୍ର ବାଇବଲ7 ହେ ସଦାପ୍ରଭୁ, ଇଦୋମୀୟମାନଙ୍କୁ ସ୍ମରଣ କର ଏବଂ ଯିରୁଶାଲମ ଅବରୋଧ ହେବା ସମୟ ସେମାନେ ଯାହା କଲେ ସେଥିପାଇଁ ସେମାନଙ୍କୁ ଦଣ୍ଡିତ କର। ସ୍ମରଣ କର ସେମାନେ କିପରି ଚିତ୍କାର କଲେ, “ଏହି କୋଠାଘରକୁ ଧ୍ୱଂସ କର! ସେମାନଙ୍କୁ ଟାଣିଆଣି ଧୂଳିରେ ମିଶାଇ ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର। Viz kapitolaଓଡିଆ ବାଇବେଲ7 ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।” Viz kapitola |