ଗୀତସଂହିତା 138:1 - ପବିତ୍ର ବାଇବଲ1 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି। ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି। Viz kapitolaଓଡିଆ ବାଇବେଲ1 ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। Viz kapitola |