ଗୀତସଂହିତା 138:7 - ପବିତ୍ର ବାଇବଲ7 ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ। ଯଦି ମୋର ଶତ୍ରୁଗଣ କେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। Viz kapitolaଓଡିଆ ବାଇବେଲ7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। Viz kapitola |