ଗୀତସଂହିତା 139:12 - ପବିତ୍ର ବାଇବଲ12 କିନ୍ତୁ ସଦାପ୍ରଭୁ, ଏପରିକି ଅନ୍ଧକାର ତୁମ୍ଭ ପାଇଁ ଅନ୍ଧକାର ନୁହେଁ। ରାତ୍ରି ହେଉଛି ଦିନ ଭଳି ଉଜ୍ଜ୍ୱଳ। ଅନ୍ଧକାର ଏବଂ ଉଜ୍ଜ୍ୱଳ ହେଉଛି ତୁମ୍ଭ ପାଇଁ ସମାନ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ। Viz kapitolaଓଡିଆ ବାଇବେଲ12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ। Viz kapitola |