ଗୀତସଂହିତା 139:14 - ପବିତ୍ର ବାଇବଲ14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ। ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅଦ୍ଭୂତ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୋʼ ପ୍ରାଣ ଭଲ ରୂପେ ଜାଣେ। Viz kapitolaଓଡିଆ ବାଇବେଲ14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ। Viz kapitola |