Online Bible

- Reklamy -




ଗୀତସଂହିତା 139:21 - ପବିତ୍ର ବାଇବଲ

21 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସେହି ଲୋକମାନଙ୍କୁ ଘୃଣା କରେ। ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଯାଆନ୍ତି, ସେହି ଲୋକମାନେ ମୋର ଶତ୍ରୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ?

Viz kapitola kopírovat

ଓଡିଆ ବାଇବେଲ

21 ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ’ଣ ଘୃଣା କରୁ ନାହିଁ ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ’ଣ ବିରକ୍ତ ହେଉ ନାହିଁ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ?

Viz kapitola kopírovat




ଗୀତସଂହିତା 139:21

Následuj nás:

Reklamy


Reklamy