Online Bible

- Reklamy -




ଗୀତସଂହିତା 139:8 - ପବିତ୍ର ବାଇବଲ

8 ହେ ସଦାପ୍ରଭୁ, ଯଦି ମୁଁ ସ୍ୱର୍ଗକୁ ଯାଏ ତେବେ ତୁମ୍ଭେ ସେଠାରେ ଥାଅ। ଯଦି ମୁଁ ପାତାଳକୁ ଯାଏ, ତେବେ ସେଠାରେ ମଧ୍ୟ ତୁମ୍ଭେ ଅଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଯେବେ ମୁଁ ସ୍ଵର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯେବେ ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ

Viz kapitola kopírovat

ଓଡିଆ ବାଇବେଲ

8 ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ

Viz kapitola kopírovat




ଗୀତସଂହିତା 139:8

Následuj nás:

Reklamy


Reklamy