ଗୀତସଂହିତା 140:4 - ପବିତ୍ର ବାଇବଲ4 ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର। ଦୌରାତ୍ମ୍ୟକାରୀମାନଙ୍କଠାରୁ ମୋତେ ସୁରକ୍ଷା ଦିଅ। ଯେଉଁମାନେ ମୋ’ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦେବା ପାଇଁ ଯୋଜନା କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି। Viz kapitolaଓଡିଆ ବାଇବେଲ4 ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି। Viz kapitola |