ଗୀତସଂହିତା 140:6 - ପବିତ୍ର ବାଇବଲ6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋର ପରମେଶ୍ୱର। ହେ ସଦାପ୍ରଭୁ, ମୋର ପ୍ରାର୍ଥନାକୁ ଗ୍ରହଣ କର। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ଵର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର। Viz kapitolaଓଡିଆ ବାଇବେଲ6 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର। Viz kapitola |