ଗୀତସଂହିତା 140:7 - ପବିତ୍ର ବାଇବଲ7 ହେ ସଦାପ୍ରଭୁ, ମୋର ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ଯିଏକି ମୋତେ ରକ୍ଷା କରେ। ତୁମ୍ଭେ ମୋର ମସ୍ତକର ରକ୍ଷାକବଚ, ଯାହା ମୋର ଯୁଦ୍ଧ ସମୟରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ହେ ମୋʼ ପରିତ୍ରାଣର ବଳ ସ୍ଵରୂପ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ଆଚ୍ଛାଦନ କରିଅଛ। Viz kapitolaଓଡିଆ ବାଇବେଲ7 ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ମୋʼ ପରିତ୍ରାଣର ବଳ ସ୍ୱରୂପ, ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ରକ୍ଷା କରିଅଛ। Viz kapitola |