ଗୀତସଂହିତା 140:9 - ପବିତ୍ର ବାଇବଲ9 ହେ ସଦାପ୍ରଭୁ, ମୋର ଶତ୍ରୁମାନଙ୍କୁ ବିଜୟ କରାଅ ନାହିଁ। ସେହି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ। ସେମାନଙ୍କ ମନ୍ଦ ଯୋଜନା ତୁମ୍ଭେ ସେହିଠାରେ ଶେଷ କର। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକକୁ ଆଚ୍ଛାଦନ କରୁ। Viz kapitolaଓଡିଆ ବାଇବେଲ9 ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ। Viz kapitola |