ଗୀତସଂହିତା 141:9 - ପବିତ୍ର ବାଇବଲ9 ମନ୍ଦ ଲୋକମାନେ ମୋ’ ପାଇଁ ଫାଶ ବସାନ୍ତି। ସେମାନଙ୍କର ଫାଶରେ ମୋତେ ପଡ଼ିବା ପାଇଁ ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର। Viz kapitolaଓଡିଆ ବାଇବେଲ9 ମୋ’ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର। Viz kapitola |