ଗୀତସଂହିତା 142:4 - ପବିତ୍ର ବାଇବଲ4 ମୋର ଚତୁର୍ପାର୍ଶ୍ୱରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମୋତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ଯିବାକୁ ସ୍ଥାନ ନାହିଁ। କୌଣସି ଲୋକ ମୋତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୋʼ ଦକ୍ଷିଣ ପାର୍ଶ୍ଵ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ। Viz kapitolaଓଡିଆ ବାଇବେଲ4 ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ। Viz kapitola |