ଗୀତସଂହିତା 143:11 - ପବିତ୍ର ବାଇବଲ11 ହେ ସଦାପ୍ରଭୁ, ମୋତେ ବଞ୍ଚିବାକୁ ଦିଅ, ଯେପରି ଲୋକମାନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତେଣୁ ମୋର ଦୁଃଖରୁ ମୋତେ ରକ୍ଷା କର। Viz kapitolaପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; Viz kapitolaଓଡିଆ ବାଇବେଲ11 ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ। Viz kapitola |