ଗୀତସଂହିତା 143:2 - ପବିତ୍ର ବାଇବଲ2 ମୋତେ ବିଗ୍ଭର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କେହି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଗ୍ଭରରେ ଆସି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। Viz kapitolaଓଡିଆ ବାଇବେଲ2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। Viz kapitola |