ଗୀତସଂହିତା 143:8 - ପବିତ୍ର ବାଇବଲ8 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ପ୍ରଭାତରେ ଦେଖାଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ଯିବା ଉଚିତ୍ ମୋତେ ସେହି ପଥ ଦେଖାଅ। କାରଣ ମୁଁ ମୋର ପ୍ରାଣ ତୁମ୍ଭ ହାତରେ ଟେକି ଦେଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ। Viz kapitolaଓଡିଆ ବାଇବେଲ8 ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ। Viz kapitola |