ଗୀତସଂହିତା 144:11 - ପବିତ୍ର ବାଇବଲ11 ମୋତେ ସେହି ବିଦେଶୀଙ୍କଠାରୁ ରକ୍ଷା କର। ସେହି ଶତ୍ରୁମାନେ ମିଥ୍ୟାବାଦୀ, ଏପରିକି ଯେତେବେଳେ ସେମାନେ ସତ୍ୟ କହିବାକୁ ଶପଥ ନିଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। Viz kapitolaଓଡିଆ ବାଇବେଲ11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। Viz kapitola |