Online Bible

- Reklamy -




ଗୀତସଂହିତା 144:13 - ପବିତ୍ର ବାଇବଲ

13 ଆମ୍ଭମାନଙ୍କର ଭଣ୍ଡାର ସର୍ବପ୍ରକାର ଶସ୍ୟରେ ପରିପୂର୍ଣ୍ଣ ହେଉ। ଆମ୍ଭମାନଙ୍କର ମେଷଗଣ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆମ୍ଭମାନଙ୍କ ଭଣ୍ତାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;

Viz kapitola kopírovat

ଓଡିଆ ବାଇବେଲ

13 ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;

Viz kapitola kopírovat




ଗୀତସଂହିତା 144:13

Následuj nás:

Reklamy


Reklamy