Online Bible

- Reklamy -




ଗୀତସଂହିତା 144:14 - ପବିତ୍ର ବାଇବଲ

14 ଆମ୍ଭର ଗାଈଗୋରୁ ଉତ୍ପାଦନ ଦ୍ୱାରା ଅଧିକ ଓଜନିଆ ହୋଇ ପଡ଼ନ୍ତୁ। ଆମ୍ଭମାନଙ୍କର ଶତ୍ରୁଗଣ ଆମ୍ଭର ପ୍ରାଚୀରକୁ ଭାଙ୍ଗନ୍ତୁ ନାହିଁ। ଆମ୍ଭମାନଙ୍କ ମଧ୍ୟରୁ କେହି ନିର୍ବାସିତ ନ ହୁଅନ୍ତୁ। ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ନ ହେଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;

Viz kapitola kopírovat

ଓଡିଆ ବାଇବେଲ

14 ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ହେବ ନାହିଁ;

Viz kapitola kopírovat




ଗୀତସଂହିତା 144:14

Následuj nás:

Reklamy


Reklamy