ଗୀତସଂହିତା 144:2 - ପବିତ୍ର ବାଇବଲ2 ସେ ମୋତେ ସ୍ନେହ କରନ୍ତି ଏବଂ ରକ୍ଷା କରନ୍ତି। ସେ ମୋର ଉଚ୍ଚ ପର୍ବତରେ ନିରାପଦ ସ୍ଥାନ। ସେ ମୋତେ ଉଦ୍ଧାର କରନ୍ତି। ସେ ମୋର ଢାଲ, ସେ ହେଉଛନ୍ତି ମୋ’ ଆଶ୍ରୟସ୍ଥଳ। ସଦାପ୍ରଭୁ ମୋର ଲୋକମାନଙ୍କୁ ଶାସନ କରିବାରେ ମୋତେ ସାହାଯ୍ୟ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ମୋʼ ଲୋକମାନଙ୍କୁ ମୋʼ ପଦତଳେ ବଶୀଭୂତ କରନ୍ତି। Viz kapitolaଓଡିଆ ବାଇବେଲ2 ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋ’ ପଦତଳେ ବଶୀଭୂତ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି। Viz kapitola |