ଗୀତସଂହିତା 145:10 - ପବିତ୍ର ବାଇବଲ10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ। ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; Viz kapitolaଓଡିଆ ବାଇବେଲ10 ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; Viz kapitola |