ଗୀତସଂହିତା 145:13 - ପବିତ୍ର ବାଇବଲ13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ। ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ। ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି। ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ଵସକଳ ପୁରୁଷାନୁକ୍ରମସ୍ଥାୟୀ। Viz kapitolaଓଡିଆ ବାଇବେଲ13 ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ। Viz kapitola |