ଗୀତସଂହିତା 145:19 - ପବିତ୍ର ବାଇବଲ19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି। ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୁକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ। Viz kapitolaଓଡିଆ ବାଇବେଲ19 ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ। Viz kapitola |