ଗୀତସଂହିତା 145:4 - ପବିତ୍ର ବାଇବଲ4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ, ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ। Viz kapitolaଓଡିଆ ବାଇବେଲ4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ। Viz kapitola |