ଗୀତସଂହିତା 145:6 - ପବିତ୍ର ବାଇବଲ6 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ। ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି। Viz kapitolaଓଡିଆ ବାଇବେଲ6 ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି। Viz kapitola |