ଗୀତସଂହିତା 146:4 - ପବିତ୍ର ବାଇବଲ4 ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତାହାର ନିଃଶ୍ଵାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏନ୍ତ ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ। Viz kapitolaଓଡିଆ ବାଇବେଲ4 ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ। Viz kapitola |