ଗୀତସଂହିତା 147:1 - ପବିତ୍ର ବାଇବଲ1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! କାରଣ ଆମ୍ଭର ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ଉତ୍ତମ! ପରମେଶ୍ୱରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମାନୋହର ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ। Viz kapitolaଓଡିଆ ବାଇବେଲ1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ। Viz kapitola |