ଗୀତସଂହିତା 147:10 - ପବିତ୍ର ବାଇବଲ10 ଯୁଦ୍ଧ ଅଶ୍ୱର ଓ ପରାକ୍ରମୀ ସୈନ୍ୟ ତାଙ୍କୁ ଖୁସୀ କରି ପାରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେ ଅଶ୍ଵର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି। Viz kapitolaଓଡିଆ ବାଇବେଲ10 ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହଁନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହଁନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି। Viz kapitola |