ଗୀତସଂହିତା 147:17 - ପବିତ୍ର ବାଇବଲ17 ପରମେଶ୍ୱର ପଥର ପରି ଆକାଶରୁ ଖଣ୍ଡ ଖଣ୍ଡ ବରଫ ପକାନ୍ତି, ତାଙ୍କ ପଠାଯାଇଥିବା ଶୀତ ଆଗରେ କେହି ଠିଆ ହୋଇ ପାରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେ ଖଣ୍ତ ଖଣ୍ତ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ? Viz kapitolaଓଡିଆ ବାଇବେଲ17 ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ? Viz kapitola |