Online Bible

- Reklamy -

ଗୀତସଂହିତା 147:20 - ପବିତ୍ର ବାଇବଲ

20 ପରମେଶ୍ୱର କୌଣସି ଦେଶ ପାଇଁ କେବେ ଏହିପରି କରି ନାହାନ୍ତି। ସେ ତାଙ୍କର ନିୟମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Viz kapitola kopírovat

ଗୀତସଂହିତା 147:20

Následuj nás:

Reklamy

Reklamy