ଗୀତସଂହିତା 147:8 - ପବିତ୍ର ବାଇବଲ8 ପରମେଶ୍ୱର ଆକାଶକୁ ମୋଟା ମେଘମାଳାରେ ଆଚ୍ଛନ୍ନ କରନ୍ତି। ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି। ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି। Viz kapitolaଓଡିଆ ବାଇବେଲ8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି। Viz kapitola |