ଗୀତସଂହିତା 148:14 - ପବିତ୍ର ବାଇବଲ14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ, ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। Viz kapitolaଓଡିଆ ବାଇବେଲ14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। Viz kapitola |