ଗୀତସଂହିତା 149:3 - ପବିତ୍ର ବାଇବଲ3 ସେହି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। Viz kapitolaଓଡିଆ ବାଇବେଲ3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। Viz kapitola |