ଗୀତସଂହିତା 149:9 - ପବିତ୍ର ବାଇବଲ9 ପରମେଶ୍ୱରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ଦଣ୍ଡ ଦେବେ। ଏହା ପରମେଶ୍ୱରଙ୍କର ସମସ୍ତ ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦେବ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। Viz kapitolaଓଡିଆ ବାଇବେଲ9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। Viz kapitola |