ଗୀତସଂହିତା 150:1 - ପବିତ୍ର ବାଇବଲ1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର! ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ଵରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ତଳରେ ତାହାଙ୍କର ପ୍ରଶଂସା କର; Viz kapitolaଓଡିଆ ବାଇବେଲ1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; Viz kapitola |