ଗୀତସଂହିତା 16:2 - ପବିତ୍ର ବାଇବଲ2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ। ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ମୁଁ ସଦାପ୍ରଭୁଙ୍କୁ କହିଅଛି, ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ। Viz kapitolaଓଡିଆ ବାଇବେଲ2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।” Viz kapitola |