ଗୀତସଂହିତା 16:3 - ପବିତ୍ର ବାଇବଲ3 ସଦାପ୍ରଭୁ ଯାହାକିଛି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି, ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ। ସଦାପ୍ରଭୁ ପ୍ରକୃତରେ ଦେଖାଇ ଦିଅନ୍ତି ଯେ ସେ ସେମାନଙ୍କୁ ଭଲ ପାଆନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ। Viz kapitolaଓଡିଆ ବାଇବେଲ3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ। Viz kapitola |