ଗୀତସଂହିତା 16:7 - ପବିତ୍ର ବାଇବଲ7 ମୁଁ ସଦାପ୍ରଭୁଙ୍କୁ ପ୍ରଶଂସା କରେ କାରଣ ସେ ମୋତେ ଉଚିତ୍ ଶିକ୍ଷା ପ୍ରଦାନ କରନ୍ତି। ଏପରିକି ରାତ୍ରିରେ ମଧ୍ୟ ସେ ତାଙ୍କର ଉପଦେଶକୁ ମୋର ମନରେ ପ୍ରବେଶ କରାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ସେ ମୋତେ ମନ୍ତ୍ରଣା ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ। Viz kapitolaଓଡିଆ ବାଇବେଲ7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ। Viz kapitola |