Online Bible

- Reklamy -




ଗୀତସଂହିତା 17:1 - ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର। ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି। ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି, ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର।

Viz kapitola kopírovat

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ’ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର।

Viz kapitola kopírovat




ଗୀତସଂହିତା 17:1

Následuj nás:

Reklamy


Reklamy