ଗୀତସଂହିତା 17:11 - ପବିତ୍ର ବାଇବଲ11 ସେହି ଦୁଷ୍ଟ ଲୋକମାନେ ମୋତେ ଅନୁସରଣ କରୁଛନ୍ତି। ସେମାନେ ମୋର ଚତୁର୍ଦ୍ଦିଗରେ ଘେରି ଗଲେଣି ଓ ସେମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥାʼନ୍ତି। Viz kapitolaଓଡିଆ ବାଇବେଲ11 ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥା’ନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥାʼନ୍ତି। Viz kapitola |