ଗୀତସଂହିତା 17:12 - ପବିତ୍ର ବାଇବଲ12 ସେହି ଦୁଷ୍ଟ ଲୋକମାନେ ସିଂହ ସଦୃଶ ଯିଏକି ଅନ୍ୟ ପ୍ରାଣୀମାନଙ୍କୁ ଶିକାର କରି ଖାଇବାକୁ ଅପେକ୍ଷା କରିଥାଏ। ସେମାନେ ସିଂହ ଭଳି ଲୁଚି ରହି ଆକ୍ରମଣ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ। Viz kapitolaଓଡିଆ ବାଇବେଲ12 ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ। Viz kapitola |