ଗୀତସଂହିତା 18:12 - ପବିତ୍ର ବାଇବଲ12 ତା'ପରେ ସଦାପ୍ରଭୁଙ୍କ ଜ୍ୟୋତିରୁ ଉଜ୍ଜ୍ୱଳ ଆଲୋକ ମେଘଖଣ୍ଡ ଦେଇ ନିର୍ଗତ ହେଲା। ତାହା ଆକାଶ ମଧ୍ୟରେ ବିଜୁଳିର ଆଲୋକ ପରି ଆଲୋକିତ ହୋଇ ଉଠିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ଵଳିତ ଅଙ୍ଗାର ନିର୍ଗତ କଲା। Viz kapitolaଓଡିଆ ବାଇବେଲ12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା। Viz kapitola |