ଗୀତସଂହିତା 18:19 - ପବିତ୍ର ବାଇବଲ19 ସଦାପ୍ରଭୁ ମୋତେ ଭଲ ପାଆନ୍ତି। ତେଣୁ ସେ ମୋତେ ଉଦ୍ଧାର କଲେ, ସେ ମୋତେ ନିରାପଦ ସ୍ଥାନକୁ ନେଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ। Viz kapitolaଓଡିଆ ବାଇବେଲ19 ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋ’ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼ ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ। Viz kapitola |