ଗୀତସଂହିତା 18:20 - ପବିତ୍ର ବାଇବଲ20 ମୁଁ ନିରପରାଧ ତେଣୁ ସଦାପ୍ରଭୁ ମୋତେ ନିଶ୍ଚୟ ମୋର ପୁରସ୍କାର ଦେବେ। ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ। Viz kapitolaଓଡିଆ ବାଇବେଲ20 ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋ’ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ। Viz kapitola |